ବଜେପିର ଗାନ୍ଧୀ ସଂକଳ୍ପ ପଦଯାତ୍ରା

କଟକ : ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀରେ ରାଜ୍ୟ ବିଜେପି ପକ୍ଷରୁ ବୁଧବାର ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ ହୋଇ ଯାଇଛି  । ଏହାକୁ କଟକ ତେଲେଙ୍ଗାପେଣ୍ଠରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଛନ୍ତି  । ଏହି ପଦଯାତ୍ରା ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ୧୫ ଦିନ ଧରି ଚାଲିବ ।

Comments are closed.