ବିଜେପି କାର୍ଯ୍ୟକାରିଣୀରେ ଯୋଗଦେଲେ ସ୍ମୃତି ଇରାନୀ

0

ଭୁବନେଶ୍ୱର : ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକର ସମାପନ ସମାରୋହରେ କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ସ୍ମୃତି ଇରାନୀ ଯୋଗ ଦେଇଛନ୍ତି । ଏଥିରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଧାୟକଦଳ ନେତା କେ.ଭି.ସିଂହଦେଓଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗ ଦେଇଛନ୍ତି ।

ଶନିବାର ଅପରାହ୍ନରୁ ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି । ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିବା ବୈଠକରେ ସମସ୍ତ ରାଜ୍ୟ ପଦାଧିକାରୀ ଯୋଗ ଦେଇଥିଲେ।

 

Leave A Reply