ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ପ୍ରଦାନ

ସାକ୍ଷୀଗୋପାଳ : ସତ୍ୟବାଦୀ ବ୍ଲକ ଅନ୍ତର୍ଗତ  ରାୟଖଣ୍ଡି, ପରଜାପଡା, ବଳ ପୁର ଓ  ସାରଙ୍ଗଯୋଡି, ଗ୍ରାମପଞ୍ଚାୟତର   ଯୋଗ୍ୟ ହିତାଧିକାରୀ ମାନଙ୍କୁ ବିଧାୟକ ଉମାକାନ୍ତ ସାମନ୍ତରାୟ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ  ପ୍ରଦାନ କରିଛନ୍ତି।

ଏହି ଅବସରରେ ବ୍ଲକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ ଓ ସମିତି ସଭ୍ୟ ଓ ସଭ୍ୟା ମାନେ ଉପସ୍ଥିତ ଥିଲେ।

Comments are closed.