ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧ ଦିବସ ଅବସରରେ ମଙ୍ଗଳବାର କଟକସ୍ଥିତ ଗୋପବନ୍ଧୁ ଭବନରେ ଆୟୋଜିତ ରକ୍ତଦାନ ଶିବିରରେ ‘ସମାଜ’ର ସାଧାରଣ ପରିଚାଳକ ପ୍ରିୟବ୍ରତ ମହାନ୍ତି ରକ୍ତଦାନ କରୁଛନ୍ତି। ନିକଟରେ ଉପସ୍ଥିତ ‘ସମାଜ’ର ପ୍ରକାଶକ ନିରଞ୍ଜନ ରଥ, ସମାଜର ସମ୍ପାଦକ ବାମାପଦ ତ୍ରିପାଠୀ, ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ପ୍ରଭାସ ଆଚାର୍ଯ୍ୟ ପ୍ରମୁଖ।

Comments are closed.