ଭୁବନେଶ୍ୱରରୁ ଆଉ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୦୪ ଜଣ ଚିହ୍ନଟ ହୋଇଥିବାବେଳେ ୧୬୬ଟି ଲୋକାଲ୍‌ କେସ୍ ରହିଛି। ୧୫୦ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ(ବିଏମସି) ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.