କାବୁଲରେ ବିସ୍ଫୋରଣ; ୫୦ ମୃତ

0

କାବୁଲ : ଆଫଗାନିସ୍ତାନର ରାଜଧାନୀ କାବୁଲରେ ମଙ୍ଗଳବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୫୦ଜଣଙ୍କ ମୃତ୍ୟୁ ଘଟିଛି। ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ମୁଖପାତ୍ରଙ୍କ କହିବା ଅନୁଯାୟୀ ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ଉପଲକ୍ଷେ ଶ୍ରଦ୍ଧାଳୁମାନେ ଏକଜୁଟ୍‍ ହୋଇଥିବାବେଳେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପାଇଁ କେହି ନିଜକୁ ଦାୟୀ କରି ନାହାନ୍ତି।

Leave A Reply