ବୌଦ୍ଧରେ ନୂତନ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ

ବୌଦ୍ଧ: ବୌଦ୍ଧରେ ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ବୁଧବାର ଦିନ ପ୍ରହଲ୍ଲାଦ ସହାୟ ମୀନା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ବୌଦ୍ଧର ପୂର୍ବତନ ଆରକ୍ଷୀ ଅଧିକ୍ଷକ ଜ୍ଞାନରଂଜନ ମହାନ୍ତି ଗତ ୩୧ ତାରିଖରେ କାର୍ଯ୍ୟରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା। କାର୍ଯ୍ୟରେ ଯୋଗଦାନ ପୂର୍ବରୁ ଶ୍ରୀ ମୀନା ରାଜ୍ୟ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଥିଲେ।

Comments are closed.