ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଉତ୍ତେଜନା

0

ବ୍ରହ୍ମପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ରାତିରେ କିଛି ଅସାମାଜିକ ଛାତ୍ର ଓ ଅଣଛାତ୍ର ମିଶି ଛାତ୍ରାବାସରେ ପଶି ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି। ବାରମ୍ବାର ଏପରି ହେବା ଦ୍ୱାରା ଛାତ୍ରଛାତ୍ରୀ ଅନେକ ଅସୁବିଧାର ସମ୍ମୁଖୀନ ହେବା ସହ ସେମାନଙ୍କ ପାଠପଢାରେ ପ୍ରତିବନ୍ଧକ ସୃଷ୍ଟି ହେଉଛି ବୋଲି ଅତିଷ୍ଟ ଛାତ୍ରଛାତ୍ରୀ ମତ ପ୍ରକାଶ କରିଛନ୍ତି।

Leave A Reply