୫୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ଗିରଫ

ବାଲେଶ୍ବର : ବାଲେଶ୍ବର ଜିଲା ଅରଡ଼ ବଜାରରୁ ଶୁକ୍ରବାର ପ୍ରାୟ ୫୦୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି।ବ୍ରାଉନସୁଗାର ଜବତ ସହ ତିନି ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଗିରଫ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫୦ଲକ୍ଷ ଟଙ୍କା ହେବ।

Comments are closed.