୧୦ ଗ୍ରାମ୍ ବ୍ରାଉନ୍ ସୁଗାର ଜବତ; ୨ ଗିରଫ

0

ଜଳେଶ୍ୱର: ବ୍ରାଉନ୍‌ ସୁଗାର୍‌ ଚାଲାଣ ଅଭିଯୋଗରେ ପୁଲିସ ଦୁଇ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୧୦ ଗ୍ରାମ୍ ବ୍ରାଉନ୍ ସୁଗାର ଜବତ ହୋଇଛି । ଅଭିଯୁକ୍ତମାନେ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ଦୀପକ ମହାପାତ୍ର ଓ ପୁରୀ ଜିଲ୍ଲା ସାକ୍ଷୀଗୋପାଳର ଧୀରେନ୍ ମହାପାତ୍ର ବୋଲି ଜଣାପଡିଛି । ଜବତ ବ୍ରାଉନ୍ ସୁଗାର୍‌ର ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।

Leave A Reply