ଆମପାଣି ଘାଟିରେ ଓଲଟିଲା ବସ ; ୨ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲାର ଆମପାଣି ଘାଟିରେ ଏକ ସଡକ ଦୁର୍ଘଟଣା ଘଟିଥିବା ବୁଧବାର ଜଣାପଡିଛି। ଆମପାଣି ଘାଟିରେ ଏକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ ୨ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କର ମଧ୍ୟରେ ହେଲପର ଓ ଅନ୍ୟ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଭୁବନେଶ୍ୱରରୁ ମାଲାକନଗିରି ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ନେଇ ସୂଚନା ମିଳିଛି।

Comments are closed.