ଗୁରୁବାର ମନ୍ତ୍ରିପରିଷଦ ବୈଠକ

0

ଭୁବନେଶ୍ୱର : ଗୁରୁବାର ପୂର୍ବାହ୍ନ ୧୦.୩୦ରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସୁଥିବା ଏହି ବୈଠକରେ ୨୦୧୮-୧୯ ଆର୍ଥିକବର୍ଷ ପାଇଁ ପ୍ରାୟ ୧୪ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ। ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୪ ତାରିଖରୁ ଆରମ୍ଭ ହେଉଥିବା ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିବସରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ ଉପସ୍ଥାପନ କରିବେ।

Leave A Reply