ଚାକିରୀ ବୟସ ସୀମା ୩୨ରୁ ୩୮କୁ ବୃଦ୍ଧି

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ୧୨ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ ମିଳିଛି। ଏହି ବୈଠକରେ ଚାକିରୀ ପାଇଁ ବୟସ ସୀମା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।  ଫଳରେ ଚାକିରୀ ବୟସ ସୀମା ୩୨ରୁ ୩୮କୁ ବୃଦ୍ଧି ପାଇଛି।

Comments are closed.