ସି-ସୋର ଚିଟଫଣ୍ଡ ଲିଙ୍କ୍‍ ନେଇ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢାଉ

ଭୁବନେଶ୍ୱର : ବରିଷ୍ଠ ବିଜେଡ଼ି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ସିବିଆଇ ଚଢାଉ କରିଛି। ସି-ସୋର ଚିଟଫଣ୍ଡ ମାମଲାରେ ଲିଙ୍କ୍‍ ନେଇ ଦେବୀ ମିଶ୍ରଙ୍କ ଭୁବନେଶ୍ୱର ୟୁନିଟ-୧ ସ୍ଥିତ ଘର ସହ ମୋଟ ୭ଟି ସ୍ଥାନରେ ସିବିଆଇ ଚଢାଉ କରିଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Comments are closed.