ପୋଖରୀ ହୁଡାରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର

0

ବଣାଇ : ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ଏପରି ଘଟଣା ବଣାଇ ଥାନା ଜଗନ୍ନାଥପୁର ନିକଟରେ ଦେଖିବାକୁ ମିଳିଛି। ପୋଖରୀ ହୁଡାରେ ଶିଶୁ ପୁତ୍ରର ମୃତଦେହ ପଡିଥିବାର ସ୍ଥାନୀୟ ଲୋକମାନେ ଦେଖିଥିଲେ। ତାପରେ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply