ସରଗି ଫୁଲ-୨୦୧୮କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ସରଗି ଫୁଲ ୨୦୧୮କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି।ଏହି କାର୍ଯ୍ୟକ୍ରମ ତିନି ଦିନ ଧରି ଚାଲିବ। ଏଥିରେ ବିଭିନ୍ନ ଜିଲାର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଆଦିବାସୀ ହାଟ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ହାଟରେ କେବଳ ଆଦିବାସୀ ସାମଗ୍ରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply