ବନମହୋତ୍ସବ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ତମ ବନମହୋତ୍ସବ ସପ୍ତାହ ପାଳନ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଉତ୍ତରପିଢ଼ିଙ୍କ ସୁସ୍ଥ ସୁନ୍ଦର ଭବିଷ୍ୟତ ପାଇଁ ଖାଲିଥିବା ନିଜସ୍ୱ ଜମି ବା ଘର ଚାରିପଟେ ଅଧିକରୁ ଅଧିକ ଗଛ ଲଗାଇ ତାହାର ଯତ୍ନ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି।

Comments are closed.