ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଜି(ମଙ୍ଗଳବାର) ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ କେଉଁ ପ୍ରସଙ୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ତାହା ଜଣାପଡ଼ିନାହିଁ।

ସେହିପରି ଆଜି ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ।

Comments are closed.