ଗୁଣ୍ଟୁର  ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା 

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ  ବିଦ୍ୟୁତ ଦୁର୍ଘଟଣାରେ  ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ  ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।

Comments are closed.