ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କରୋନା ଟିକା ନେଇଛନ୍ତି। ବିଧାନସଭା ପରିସର ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ କୋଭାକ୍ସିନ ଟିକା ନେଇଛନ୍ତି। ଟିକା ନେବା ପରେ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ଆଗେଇ ଆସିବାକୁ ଅପିଲ କରିଛନ୍ତି। ଏହାସହ ବୈଜ୍ଞାନିକ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

If you are still not able to upload your proof of purchase, please contact us for further assistance take a moment to look over the sample bill below. cialis price If you are pregnant, nursing, have a serious medical condition, or have a history of heart conditions we suggest consulting with a physician before using any supplement.

Comments
Loading...