ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲକ୍ଷ୍ମୀପୂଜା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଲକ୍ଷ୍ମୀପୂଜା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମା’ଲକ୍ଷ୍ମୀଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉଲ୍ଲାସରେ ଭରିଯାଉ ବୋଲି ସେ କାମନା କରିଛନ୍ତି ।

Comments are closed.