ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ମହିଳା ହକି ଟିମ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି । ଭିଡିଓ କନଫରେନସିଂରେ ନବୀନ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଗ୍ରେଟ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢେଇରେ ପରାସ୍ତ ହୋଇଥିଲେ ମଧ୍ୟ ମନୋବଳ ଦୃଢ କରିବାକୁ ନବୀନ କହିଛନ୍ତି । ଟୋକିଓ ଅଲିମ୍ପିକ୍ସରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି ମହିଳା ହକି ଟିମ । ଦଳରେ ୨ ଜଣ ଓଡିଆ ଖେଳାଳୀ ମଧ୍ୟ ଅଛନ୍ତି ।

Comments are closed.