ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ଦେଇ ଏହି ପବିତ୍ର ବନ୍ଧନ ଆହୁରି ନିବିଡ଼ ହେଉ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Comments are closed.