ଆଜି ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ

0

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।  ୨୭୦ କୋଟି ଟଙ୍କାର ୩୫ଟି ପ୍ରକଳ୍ପର ଉଦଘାଟନ କରିବେ ଏବଂ ୫୨୬ କୋଟି ଟଙ୍କାର ୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ କଟକ ବାଲିଯାତ୍ରା ପଡ଼ିଆରେ ଏକ ସ୍ବତନ୍ତ୍ର ଉତ୍ସବ ଆୟୋଜନ କରାଯାଉଛି।

Leave A Reply