ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଶୋକ

ଭୁବନେଶ୍ୱର:  ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ  ତୁଷାରକାନ୍ତି ବେହେରା ଗଭୀର ଶୋକ ପ୍ରକାଶ କରିଛନ୍ତି I ମନ୍ତ୍ରୀ ଶ୍ରୀ ବେହେରା ଟ୍ୱଇଟ କରି ସ୍ୱର୍ଗତ ରାଉତରାୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି I

Comments are closed.