ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ଚିତ୍ର ତଥା କଳାଜଗତରେ ତାଙ୍କ ଉଲ୍ଲେଖନୀୟ କୃତି ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Comments are closed.