ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ୭୩ ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପତାକା ଉତ୍ତୋଳନ କରିଥିଲେ। କଂଗ୍ରେସର ବହୁ ବରିଷ୍ଠ ନେତା ଏବଂ କର୍ମକର୍ତ୍ତା ଯୋଗଦେଇ ଦେଶର ୭୩ ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି।

Comments are closed.