ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ; ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା। ଦୀର୍ଘ ଦିନ ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ ତଳକୁ ରହିଛି। ୨୪ ଘଣ୍ଟାରେ ଆଉ ୫ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଓ ନୂଆପଡ଼ାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.