୨୪ ଘଣ୍ଟାରେ ରାଜ୍ୟରେ ୧୯ କରୋନା ଆକ୍ରାନ୍ତ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୨,୨୫୧

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ଦୈନିକ ୧୫ ଟପୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୨୫୧ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଅନୁଗୁଳରୁ ସର୍ବାଧିକ ୩, ସୁନ୍ଦରଗଡ ଓ ପୁରୀରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ, ବୌଦ୍ଧ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତ, ଗଞ୍ଜାମ,ଜଗତସିଂହପୁର,କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments
Loading...