ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ବିଧାନସଭାରେ ୨୫ ବିଧାୟକଙ୍କ ହୋଇଥିବା କରୋନା ଟେଷ୍ଟ ମଧ୍ୟରୁ ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ମଙ୍ଗଳବାର ଜଣାପଡ଼ିଛି। ବିଧାୟକ ଜୟନ୍ତ ଷଡଙ୍ଗୀ, ଭୂଦାନ ମୁର୍ମୁ, ଅଙ୍ଗଦ କହଁର, ସରୋଜ ମେହେର , ବିକ୍ରମ ପଣ୍ଡା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି କରୋନା ଟେଷ୍ଟ ହୋଇଥିଲା।

Comments are closed.