ରାଜ୍ୟରେ ଦୁଇ ଅଙ୍କ ତଳକୁ ଖସିଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ଦୈନିକ ସଂକ୍ରମଣ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁ ୪ ,ସ୍ଥାନୀୟ ୧।


୪ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ବଲାଙ୍ଗୀର ୧, ଯାଜପୁର ୨, ସମ୍ବଲପୁର ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨କୁ ବୃଦ୍ଧି ପାଇଛି। ମୋଟ ୧୨,୭୮,୨୭୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Comments are closed.