ଭୁବନେଶ୍ବରରୁ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଭୁବନେଶ୍ବରରୁ ଗୁରୁବାର ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ହୋମ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଓ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରୁ ଏପର୍ଯ୍ୟନ୍ତ ୧୪ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

Comments are closed.