ରାଜ୍ୟରେ ଆଜି ସୁସ୍ଥ ହେଲେ ୧୨୩୬ କରୋନା ଆକ୍ରାନ୍ତ, ଆରୋଗ୍ୟଙ୍କ ସଂଖ୍ୟା ୩୩ ହଜାର ଟପିଲା

ଭୁବନେଶ୍ୱର: ରାଜ୍ୟର ଆଜି ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩,୦୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି  ସୂଚନା ଦିଆଯାଇଛି।

Comments are closed.