ରାଜ୍ୟରେ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୪୦୧୮ କରୋନା ରୋଗୀ

ଭୁବନେଶ୍ଵର : ରାଜ୍ୟରେ ରବିବାର ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୦୧୮ ରୋଗୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୭୫ ରହିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହି ସୂଚନା ଦିଆଯାଇଛି।

Comments are closed.