ରାଜ୍ୟରେ ସୁସ୍ଥ ହେଲେ ଆଉ ୩ ହଜାର ୮୩୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଆଉ ୩୮୩୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୫୩୨୧୩ରେ ପହଁଚିଛି।

Comments are closed.