ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୫୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଆଉ ୪ହଜାର ୫୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୫୭୨୬୫ରେ ପହଁଚିଛି।

Comments
Loading...