ରାଜ୍ୟରେ ସୁସ୍ଥ ହେଲେ ଆଉ ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଆଉ ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୬୧୦୪୪ ରେ ପହଞ୍ଚିଛି।

Comments are closed.