ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଆଉ ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୬୫୪୩୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.