ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୭୬୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଶନିବାର ଆଉ ୪ ହଜାର ୭୬୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୭୦୧୯୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

Comments are closed.