ରାଜ୍ୟରେ ସୁସ୍ଥ ହେଲେ ଆଉ ୩ ହଜାର ୩୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ରବିବାର ଆଉ ୩ ହଜାର ୩୭୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧ଲକ୍ଷ ୭୩ହଜାର ୫୭୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments
Loading...