ରାଜ୍ୟରେ ସୁସ୍ଥ ହେଲେ ଆଉ ୩ହଜାର ୮୯୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ମଙ୍ଗଳବାର ଆଉ ୩ହଜାର ୮୯୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧ ଲକ୍ଷ ୮୧ ହଜାର ୪୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.