ଓଡ଼ିଶାରେ ଆଉ ୩ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର : ଓଡ଼ିଶାରେ ଆଉ ତିନି ଜଣ କରୋନା ରୋଗୀ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାସହିତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ସମସ୍ତ ତିନି ଜଣ ରୋଗୀ ଭୁବନେଶ୍ବର ସ୍ଥିତ ବମିଖାଲର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.