ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ ମୋଟ କରୋନା କରୋନା ରୋଗୀଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମ ଜିଲାର କେବଳ ୮୪ଜଣ ଆକ୍ରାନ୍ତ ରହିଛନ୍ତି ।