ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ଵରର ହୋଇଥିବା ବେଳେ ଓଡ଼ିଶାରେ ସମୁଦାୟ ସୁସ୍ଥ ସଂଖ୍ୟା ୩୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.