ଭୁବନେଶ୍ଵରରୁ ଆଜି ୩୦୬ ଆକ୍ରାନ୍ତ, ୫୦୬ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ସୋମବାର ଆଉ ୩୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ୧୮୩ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୯୮ରେ ପହଞ୍ଚିଛି ।

Comments are closed.