ଭୁବନେଶ୍ୱରରୁ ଆଉ ୨୪୩ କରୋନା ପଜିଟିଭ୍ ଚିହ୍ନଟ, ୩୫୭ ସୁସ୍ଥ

ଭୁବନେଶ୍ୱର ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୪୩  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୭୭୯ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୮ ଜଣ ରହିଥିବାବେଳେ ୧୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହ ୩୫୭ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି କରିଛନ୍ତି । ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments
Loading...