ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗୁରୁବାର କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.