ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଗଞ୍ଜାମରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ଗଜପତି ଓ ଅନୁଗୁଳରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାପଡ଼ିଛି। ଏହାସହିତ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବାବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟା ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.