ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା; ୫୨୨ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି। ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.