ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୭୭୧

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୭୭୧ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୨ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.